ମାଥିଉ 22:6 - ପବିତ୍ର ବାଇବଲ6 ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ ଅବଶିଷ୍ଟ ଲୋକେ ତାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର କଲେ ଓ ବଧ କଲେ। See the chapterଓଡିଆ ବାଇବେଲ6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ । See the chapterପବିତ୍ର ବାଇବଲ (CL) NT (BSI)6 ଆଉ କେତେ ଜଣ ରାଜାଙ୍କର ଚାକରମାନଙ୍କୁ ଧରି ବାଡ଼େଇ ବାଡ଼େଇ ମାରିଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ। See the chapter |