ମାଥିଉ 22:8 - ପବିତ୍ର ବାଇବଲ8 “ତା'ପରେ ରାଜା ଗ୍ଭକରମାନଙ୍କୁ କହିଲେ, ‘ବିବାହ ଭୋଜି ପ୍ରସ୍ତୁତ ହୋଇ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସେମାନେ ଅଯୋଗ୍ୟ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ। See the chapterଓଡିଆ ବାଇବେଲ8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ । See the chapterପବିତ୍ର ବାଇବଲ (CL) NT (BSI)8 ତା’ପରେ ରାଜା ଚାକରମାନଙ୍କୁ ଡ଼ାକି କହିଲେ, ‘ବିବାହ ଭୋଜି ପ୍ରସ୍ତୁତ, କିନ୍ତୁ ମୁଁ ନିମନ୍ତ୍ରଣ କରିଥିବା ଲୋକମାନେ ଏହାର ଅଯୋଗ୍ୟ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ। See the chapter |