Online Bible

- Advertisements -




ମାଥିଉ 23:33 - ପବିତ୍ର ବାଇବଲ

33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ?

See the chapter Copy

ଓଡିଆ ବାଇବେଲ

33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?

See the chapter Copy

ପବିତ୍ର ବାଇବଲ (CL) NT (BSI)

33 “ଆରେ ସର୍ପଗଣ! କାଳସର୍ପର ବଂଶଧର! ନରକ ଦଣ୍ଡରୁ ରକ୍ଷା ପାଇବା ବୋଲି କିପରି ଆଶା କରୁଛ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?

See the chapter Copy




ମାଥିଉ 23:33

Follow us:

Advertisements


Advertisements