Online Bible

- Advertisements -




ମାଥିଉ 24:5 - ପବିତ୍ର ବାଇବଲ

5 ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଅନେକେ ମୋʼ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।

See the chapter Copy

ଓଡିଆ ବାଇବେଲ

5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

5 ମୋ’ ନାମ ନେଇ ଅନେକ ଆସି କହିବେ, ‘ମୁଁ ପରା ମସୀହ’। ଏହା କହି ସେମାନେ ଅନେକଙ୍କୁ ଭଣ୍ଡାଇବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।

See the chapter Copy




ମାଥିଉ 24:5

Follow us:

Advertisements


Advertisements