Online Bible

- Advertisements -




ମାଥିଉ 24:7 - ପବିତ୍ର ବାଇବଲ

7 ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।

See the chapter Copy

ଓଡିଆ ବାଇବେଲ

7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

7 ଦେଶ ଦେଶ ମଧ୍ୟରେ ଯୁଦ୍ଧ ହେବ, ଏକ ରାଜ୍ୟ ଅପର ରାଜ୍ୟ ଉପରେ ଆକ୍ରମଣ କରିବ। ସର୍ବତ୍ର ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।

See the chapter Copy




ମାଥିଉ 24:7

Follow us:

Advertisements


Advertisements