ମାଥିଉ 24:9 - ପବିତ୍ର ବାଇବଲ9 “ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କ୍ଳେଶଭୋଗ କରିବା ନିମନ୍ତେ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ଵାରା ଘୃଣିତ ହେବ। See the chapterଓଡିଆ ବାଇବେଲ9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ। See the chapterପବିତ୍ର ବାଇବଲ (CL) NT (BSI)9 “ତୁମ୍ଭେମାନେ ଧରା ହୋଇ ଉତ୍ପୀଡ଼ିତ ହେବ ଓ ମୃତ୍ୟୁଦଣ୍ଡ ଭୋଗ କରିବ ଏବଂ ମୋ’ ଲାଗି ତୁମେ ସମସ୍ତଙ୍କର ଘୃଣାର ପାତ୍ର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ। See the chapter |