ମାଥିଉ 25:41 - ପବିତ୍ର ବାଇବଲ41 “ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି। See the chapterପବିତ୍ର ବାଇବଲ (Re-edited) - (BSI)41 ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର , See the chapterଓଡିଆ ବାଇବେଲ41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର, See the chapterପବିତ୍ର ବାଇବଲ (CL) NT (BSI)41 “ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, See the chapter |