Online Bible

- Advertisements -




ମାଥିଉ 25:9 - ପବିତ୍ର ବାଇବଲ

9 “ଚତୁର ଝିଅମାନେ କହିଲେ, ‘ନା, ନା, ଆମ୍ଭ ତେଲ ଆମ୍ଭ ସମସ୍ତଙ୍କ ପାଇଁ ଯଥେଷ୍ଟ ହେବ ନାହିଁ। ବରଂ ତୁମ୍ଭେମାନେ ଦୋକାନକୁ ଯାଇ ନିଜ ପାଇଁ କିଛି ତେଲ କିଣିଆଣ।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣିଆଣ।

See the chapter Copy

ଓଡିଆ ବାଇବେଲ

9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

9 “ବୁଦ୍ଧିମତୀମାନେ କହିଲେ, ‘ତୁମ ପାଇଁ ଓ ଆମ ପାଇଁ ତେଲ ଯଥେଷ୍ଟ ହେବ ନାହିଁ। ତୁମେ ଦୋକାନକୁ ଯାଇ ନିଜ ନିଜ ପାଇଁ କିଛି ତେଲ କିଣି ଆଣ।’

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ।

See the chapter Copy




ମାଥିଉ 25:9

Follow us:

Advertisements


Advertisements