ମାଥିଉ 27:40 - ପବିତ୍ର ବାଇବଲ40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।” See the chapterପବିତ୍ର ବାଇବଲ (Re-edited) - (BSI)40 ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। See the chapterଓଡିଆ ବାଇବେଲ40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ । See the chapterପବିତ୍ର ବାଇବଲ (CL) NT (BSI)40 “ତୁମେ ପରା ମନ୍ଦିରକୁ ଭାଙ୍ଗିଦେଇ ତିନି ଦିନରେ ପୁଣି ତାକୁ ତୋଳି ଦେଉଥିଲ। ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ନିଜକୁ ରକ୍ଷା କର। କ୍ରୁଶରୁ ଓହ୍ଲାଇ ଆସ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। See the chapter |