Online Bible

- Advertisements -




ମାଥିଉ 27:45 - ପବିତ୍ର ବାଇବଲ

45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।

See the chapter Copy

ଓଡିଆ ବାଇବେଲ

45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।

See the chapter Copy

ପବିତ୍ର ବାଇବଲ (CL) NT (BSI)

45 ସେ ଦିନ ଦି’ପହରବେଳେ ସାରାଦେଶରେ ଅନ୍ଧକାର ଘୋଟିଗଲା ଓ ତାହା ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।

See the chapter Copy




ମାଥିଉ 27:45

Follow us:

Advertisements


Advertisements