ମାଥିଉ 27:63 - ପବିତ୍ର ବାଇବଲ63 ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନରୁତ୍ଥିତ ହେବି।’ See the chapterପବିତ୍ର ବାଇବଲ (Re-edited) - (BSI)63 ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି। See the chapterଓଡିଆ ବାଇବେଲ63 ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି । See the chapterପବିତ୍ର ବାଇବଲ (CL) NT (BSI)63 “ଆଜ୍ଞା, ଆମର ମନେ ଅଛି, ସେ ମିଥ୍ୟାବାଦୀ ବଞ୍ଚିଥିବାବେଳେ କହୁଥିଲା, ‘ତିନି ଦିନ ପରେ ମୁଁ ପୁନରୁତ୍ôଥତ ହେବି।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି। See the chapter |