Online Bible

- Advertisements -




ମାଥିଉ 28:4 - ପବିତ୍ର ବାଇବଲ

4 କବରକୁ ଜଗି ରହିଥିବା ସୈନ୍ୟମାନେ ସ୍ୱର୍ଗଦୂତଙ୍କୁ ଦେଖି ଡରିଗଲେ। ସେମାନେ ଭୟରେ ଥରିବାକୁ ଲାଗିଲେ। ସେମାନେ ମୃତ ପ୍ରାୟ ହୋଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ।

See the chapter Copy

ଓଡିଆ ବାଇବେଲ

4 ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

4 ପ୍ରହରୀମାନେ ଭୟରେ କମ୍ପିଲେ ଓ ମୃତବତ୍ ଅବଶ ହୋଇ ପଡ଼ିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।

See the chapter Copy




ମାଥିଉ 28:4

Follow us:

Advertisements


Advertisements