Online Bible

- Advertisements -




ମାଥିଉ 3:10 - ପବିତ୍ର ବାଇବଲ

10 ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

See the chapter Copy

ଓଡିଆ ବାଇବେଲ

10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

10 ବୃକ୍ଷସବୁକୁ ସମୂଳେ କାଟି ଦେବା ପାଇଁ କୁଠାର ଉତ୍ତୋଳିତ। ଯେଉଁ ବୃକ୍ଷରେ ଭଲ ଫଳ ହୁଏ ନାହିଁ, ତାହା କଟାଯାଇ ଅଗ୍ନିରେ ନିକ୍ଷିପ୍ତ ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

See the chapter Copy




ମାଥିଉ 3:10

Follow us:

Advertisements


Advertisements