Online Bible

- Advertisements -




ମାଥିଉ 3:15 - ପବିତ୍ର ବାଇବଲ

15 ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଯୀଶୁ ତାଙ୍କୁ ଉତ୍ତର ଦେଲେ, ଏବେ ସମ୍ମତ ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉପଯୁକ୍ତ। ସେଥିରେ ସେ ତାହାଙ୍କ କଥାରେ ସମ୍ମତ ହେଲେ।

See the chapter Copy

ଓଡିଆ ବାଇବେଲ

15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ କଥାରେ ସମ୍ମତ ହୁଅ। କାରଣ ଏହା ଦ୍ୱାରା ଆମେ ଈଶ୍ୱରଙ୍କ ଇଚ୍ଛାନୁରୂପ କର୍ମ କରିପାରିବା।” ତେଣୁ ଯୋହନ ତାଙ୍କୁ ଜଳଦୀକ୍ଷା ଦେବାକୁ ରାଜି ହେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।

See the chapter Copy




ମାଥିଉ 3:15

Follow us:

Advertisements


Advertisements