ମାଥିଉ 3:17 - ପବିତ୍ର ବାଇବଲ17 ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।” See the chapterପବିତ୍ର ବାଇବଲ (Re-edited) - (BSI)17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, । See the chapterଓଡିଆ ବାଇବେଲ17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।" See the chapterପବିତ୍ର ବାଇବଲ (CL) NT (BSI)17 ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।” See the chapter |