ମାଥିଉ 4:10 - ପବିତ୍ର ବାଇବଲ10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର! See the chapterପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ। See the chapterଓଡିଆ ବାଇବେଲ10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ । See the chapterପବିତ୍ର ବାଇବଲ (CL) NT (BSI)10 ଯୀଶୁ ଉତ୍ତର ଦେଲେ, “ଦୂର ହୁଅ ଶୟତାନ! ଧର୍ମଶାସ୍ତ୍ରରେ ଲେଖାଅଛି, ‘କେବଳ ତୁମ ପ୍ରଭୁ ଈଶ୍ୱରଙ୍କୁ ଉପାସନା କର ଏବଂ ତାଙ୍କର ସେବା କର’।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’” See the chapter |