ମାଥିଉ 4:11 - ପବିତ୍ର ବାଇବଲ11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା'ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ। See the chapterପବିତ୍ର ବାଇବଲ (Re-edited) - (BSI)11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ। See the chapterଓଡିଆ ବାଇବେଲ11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । See the chapterପବିତ୍ର ବାଇବଲ (CL) NT (BSI)11 ସଙ୍ଗେ ସଙ୍ଗେ ଶୟତାନ ତାଙ୍କୁ ଛାଡ଼ି ଚାଲିଗଲା ଓ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ଯତ୍ନ ନେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ। See the chapter |