ମାଥିଉ 4:13 - ପବିତ୍ର ବାଇବଲ13 ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ। See the chapterପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, See the chapterଓଡିଆ ବାଇବେଲ13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, See the chapterପବିତ୍ର ବାଇବଲ (CL) NT (BSI)13 କିନ୍ତୁ ନାଜରିତରେ ନ ରହି ଜବୂଲନ ଓ ନଫ୍ତାଲି ଅଞ୍ଚଳରେ ଥିବା ଗାଲିଲୀ ହ୍ରଦ ଉପକୂଳବର୍ତ୍ତୀ କପର୍ନାହୂମରେ ବାସ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, See the chapter |