Online Bible

- Advertisements -




ମାଥିଉ 4:24 - ପବିତ୍ର ବାଇବଲ

24 ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।

See the chapter Copy

ଓଡିଆ ବାଇବେଲ

24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

24 ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।

See the chapter Copy




ମାଥିଉ 4:24

Follow us:

Advertisements


Advertisements