ମାଥିଉ 5:23 - ପବିତ୍ର ବାଇବଲ23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, See the chapterପବିତ୍ର ବାଇବଲ (Re-edited) - (BSI)23 ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, See the chapterଓଡିଆ ବାଇବେଲ23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, See the chapterପବିତ୍ର ବାଇବଲ (CL) NT (BSI)23 ତେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବାକୁ ଯିବାବେଳେ ଯଦି ତୁମର ମନରେ କିଛି ଅଶାନ୍ତି ଅଛି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, See the chapter |