ମାଥିଉ 5:28 - ପବିତ୍ର ବାଇବଲ28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି। See the chapterପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି। See the chapterଓଡିଆ ବାଇବେଲ28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି । See the chapterପବିତ୍ର ବାଇବଲ (CL) NT (BSI)28 କିନ୍ତୁ ମୁଁ କହୁଛି, ଯଦି କେହି ପର ସ୍ତ୍ରୀକୁ ଲୋଲୁପ ଦୃଷ୍ଟିରେ ଚାହେଁ, ସେ ତା’ ସହିତ ମନେ ମନେ ବ୍ୟଭିଚାର ଅପରାଧ କରିଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି। See the chapter |