ମାଥିଉ 5:29 - ପବିତ୍ର ବାଇବଲ29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ। See the chapterପବିତ୍ର ବାଇବଲ (Re-edited) - (BSI)29 ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। See the chapterଓଡିଆ ବାଇବେଲ29 ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । See the chapterପବିତ୍ର ବାଇବଲ (CL) NT (BSI)29 ତେଣୁ ଯଦି ତୁମର ଦକ୍ଷିଣ ଚକ୍ଷୁ ଯୋଗୁଁ ତୁମେ ପାପ କରିଥାଅ, ସେ ଚକ୍ଷୁଟିକୁ ଉପାଡ଼ି ଫିଙ୍ଗି ଦିଅ। ତୁମର ସମସ୍ତ ଶରୀର ନରକରେ ପଡ଼ିବାଠାରୁ, ଶରୀରର ଗୋଟିଏ ଅଂଶ ହରାଇବା ବରଂ ଭଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। See the chapter |