ମାଥିଉ 5:33 - ପବିତ୍ର ବାଇବଲ33 “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’ See the chapterପବିତ୍ର ବାଇବଲ (Re-edited) - (BSI)33 ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ। See the chapterଓଡିଆ ବାଇବେଲ33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ । See the chapterପବିତ୍ର ବାଇବଲ (CL) NT (BSI)33 “ପୂର୍ବକାଳରୁ ଏହି ଶିକ୍ଷା ଶୁଣି ଆସିଚ, “‘ପ୍ରତିଜ୍ଞା ଭଙ୍ଗ କର ନାହିଁ। ଈଶ୍ୱରଙ୍କ ସମ୍ମୁଖରେ ଯେଉଁ ଶପଥ କରିଛ, ତାକୁ ପୂରଣ କର।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’ See the chapter |