ମାଥିଉ 5:34 - ପବିତ୍ର ବାଇବଲ34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। See the chapterପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ; See the chapterଓଡିଆ ବାଇବେଲ34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ; See the chapterପବିତ୍ର ବାଇବଲ (CL) NT (BSI)34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ପ୍ରତିଜ୍ଞା କରିବାବେଳେ ରାଣ ନିୟମ ପକାଅ ନାହିଁ। ସ୍ୱର୍ଗ ନାମରେ ରାଣ ପକାଅ ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ; See the chapter |