Online Bible

- Advertisements -




ମାଥିଉ 5:35 - ପବିତ୍ର ବାଇବଲ

35 ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 କିମ୍ଵା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;

See the chapter Copy

ଓଡିଆ ବାଇବେଲ

35 କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;

See the chapter Copy

ପବିତ୍ର ବାଇବଲ (CL) NT (BSI)

35 ପୃଥିବୀ ନାମରେ ରାଣ ପକାଅ ନାହିଢ଼ଁ, କାରଣ ତାହା ଈଶ୍ୱରଙ୍କ ପାଦପୀଠ। ଯିରୂଶାଲମ ନଗରୀ ନାମରେ ରାଣ ପକାଇବା ଅନୁଚିତ୍, କାରଣ ତାହା ହେଉଛି ରାଜାଧିରାଜଙ୍କ ରାଜଧାନୀ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;

See the chapter Copy




ମାଥିଉ 5:35

Follow us:

Advertisements


Advertisements