Online Bible

- Advertisements -




ମାଥିଉ 5:9 - ପବିତ୍ର ବାଇବଲ

9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ।

See the chapter Copy

ଓଡିଆ ବାଇବେଲ

9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

9 ଯେଉଁମାନେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରନ୍ତି ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ରୂପେ ପରିଚିତ ହେବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।

See the chapter Copy




ମାଥିଉ 5:9

Follow us:

Advertisements


Advertisements