Online Bible

- Advertisements -




ମାଥିଉ 6:5 - ପବିତ୍ର ବାଇବଲ

5 “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା'ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

See the chapter Copy

ଓଡିଆ ବାଇବେଲ

5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

5 “ପ୍ରାର୍ଥନା କରିବାବେଳେ ଛଳ ଧାର୍ମିକମାନଙ୍କ ପରି ହୁଅ ନାହିଁ। ସମସ୍ତେ ଯେପରି ଦେଖିପାରିବେ, ସେଥିପାଇଁ ଉପାସନା ଗୃହ ଓ ରାସ୍ତାଛକମାନଙ୍କରେ ଠିଆହୋଇ ସେମାନେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ ସେମାନେ ନିଜର ପୁରସ୍କାର ପାଇ ସାରିଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

See the chapter Copy




ମାଥିଉ 6:5

Follow us:

Advertisements


Advertisements