ମାଥିଉ 7:22 - ପବିତ୍ର ବାଇବଲ22 ସେହି ଶେଷ ଦିନରେ ଅନେକ ଲୋକ ମୋତେ ପଗ୍ଭରିବେ, ‘ପ୍ରଭୁ, ଆମ୍ଭେ କ’ଣ ତୁମ୍ଭ ନାମରେ ଭବିଷ୍ୟଦ୍ବାଣୀ କରି ନ ଥିଲୁ’? ତୁମ୍ଭ ନାମରେ କ’ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦେଇ ନ ଥିଲୁ? ଆମ୍ଭେ କ’ଣ ତୁମ୍ଭ ନାମରେ ଅନେକ ଆଶ୍ଚର୍ଯ୍ୟଜନକ କାମ କରି ନ ଥିଲୁ? See the chapterପବିତ୍ର ବାଇବଲ (Re-edited) - (BSI)22 ସେଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ, ତୁମ୍ଭ ନାମରେ କି ଅନେକ ଶକ୍ତିର କାର୍ଯ୍ୟ କଲୁ ନାହିଁ? See the chapterଓଡିଆ ବାଇବେଲ22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ? See the chapterପବିତ୍ର ବାଇବଲ (CL) NT (BSI)22 ମହାବିଚାର ଦିନ ଉପସ୍ଥିତ ହେଲେ ଅନେକେ ମୋତେ କହିବେ, ପ୍ରଭୁ ତୁମ ନାମରେ ଭୂତ ଛଡ଼ାଇଛୁ ଏବଂ ଅନେକ ଅଲୌକିକ କାର୍ଯ୍ୟ କରିଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? See the chapter |