Online Bible

- Advertisements -




ମାଥିଉ 7:24 - ପବିତ୍ର ବାଇବଲ

24 “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ଏଣୁ ଯେକେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପାଷାଣ ଉପରେ ଗୃହ ନିର୍ମାଣକାରୀ ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।

See the chapter Copy

ଓଡିଆ ବାଇବେଲ

24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

24 “ଯେ ମୋ’ କଥା ଶୁଣି ପାଳନ କରେ, ସେ ପଥଣ ଉପରେ ଘର ମୋଳି ଥିବା ବୁଦ୍ଧିମନ ଲୋକ ପରି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।

See the chapter Copy




ମାଥିଉ 7:24

Follow us:

Advertisements


Advertisements