ମାଥିଉ 7:26 - ପବିତ୍ର ବାଇବଲ26 “କିନ୍ତୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, କିନ୍ତୁ ସେଗୁଡ଼ିକୁ ମାନି ଚଳେ ନାହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ୟକ୍ତି ଭଳି। See the chapterପବିତ୍ର ବାଇବଲ (Re-edited) - (BSI)26 ଆଉ, ଯେକେହି ମୋର ଏହିସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲୁକା ଉପରେ ଗୃହ ନିର୍ମାଣକାରୀ ଜଣେ ମୂର୍ଖ ଲୋକ ସଦୃଶ ହେବ। See the chapterଓଡିଆ ବାଇବେଲ26 ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ । See the chapterପବିତ୍ର ବାଇବଲ (CL) NT (BSI)26 “କିନ୍ତୁ ଯେଉଁମାନେ ମୋ’ କଥା ଶୁଣି ପାଳନ କରନ୍ତି ନାହିଁ, ସେମାନେ ବାଲିକୁଦ ଉପରେ ଘର ତିଆରି କରିଥିବା ମୂର୍ଖ ପରି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। See the chapter |