Online Bible

- Advertisements -




ମାଥିଉ 7:28 - ପବିତ୍ର ବାଇବଲ

28 ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଯୀଶୁ ଏହିସବୁ କଥା ଶେଷ କରନ୍ତେ, ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,

See the chapter Copy

ଓଡିଆ ବାଇବେଲ

28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,

See the chapter Copy

ପବିତ୍ର ବାଇବଲ (CL) NT (BSI)

28 ଶେଷ ପର୍ଯ୍ୟନ୍ତ ଯୀଶୁଙ୍କର ଏହିସବୁ କଥା ଶୁଣି ଲୋକମାନେ ତାଙ୍କ ଶିକ୍ଷାରେ ବିସ୍ମିତ ହେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,

See the chapter Copy




ମାଥିଉ 7:28

Follow us:

Advertisements


Advertisements