ମାଥିଉ 7:5 - ପବିତ୍ର ବାଇବଲ5 ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର, ତା'ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତା'ପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢ଼ି ଆଣି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ। See the chapterଓଡିଆ ବାଇବେଲ5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ । See the chapterପବିତ୍ର ବାଇବଲ (CL) NT (BSI)5 ପ୍ରତାରକ! ତୁମ ଆଖିରୁ କାଠ ଗଡ଼ଟିକୁ ପ୍ରଥମେ ବାହାର କରିଦିଅ। ତାହାହେଲେ ତୁମ ଭାଇର ଆଖିରେ ପଡ଼ିଥିବା ଧୁଳିକଣାକୁ ତୁମେ ସହଜରେ ଦେଖିପାରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ। See the chapter |