ମାଥିଉ 7:7 - ପବିତ୍ର ବାଇବଲ7 “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ। See the chapterପବିତ୍ର ବାଇବଲ (Re-edited) - (BSI)7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ଵାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। See the chapterଓଡିଆ ବାଇବେଲ7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ । See the chapterପବିତ୍ର ବାଇବଲ (CL) NT (BSI)7 ମାଗ, ତାହେଲେ ତୁମକୁ ଦିଆଯିବ; ଖୋଜ, ନିଶ୍ଚୟ ପାଇବ; ଦ୍ୱାରରେ ଆଘାତ କର, ଦ୍ୱାର ଖୋଲା ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। See the chapter |