ମାଥିଉ 8:1 - ପବିତ୍ର ବାଇବଲ1 ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ। See the chapterଓଡିଆ ବାଇବେଲ1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ । See the chapterପବିତ୍ର ବାଇବଲ (CL) NT (BSI)1 ଯୀଶୁ ପାହାଡ଼ ଉପରୁ ଓହ୍ଲାଇ ଆସିବା ପରେ ଅନେକ ଲୋକ ତାଙ୍କୁ ଅନୁସରଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ। See the chapter |