ମାଥିଉ 8:10 - ପବିତ୍ର ବାଇବଲ10 ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ। See the chapterଓଡିଆ ବାଇବେଲ10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)10 ଯୀଶୁ ଏହା ଶୁଣି ଆଶ୍ଚଯ୍ୟ ହେଲେ ଓ ତାଙ୍କ ଅନୁସରଣକାରୀମାନଙ୍କୁ କହିଲେ, “ମୁଁ ସତ କହୁଛି, ଇଶ୍ରାୟେଲର କୌଣସି ଲୋକଠାରେ ଏ ଲୋକ ପରି ବିଶ୍ୱାସ ମୁଁ ଦେଖି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ। See the chapter |