Online Bible

- Advertisements -




ମାଥିଉ 8:17 - ପବିତ୍ର ବାଇବଲ

17 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ: “ସେ ଆମ୍ଭର ରୋଗ ସବୁ ନେଇଗଲେ ଏବଂ ଆମ୍ଭର ଅସୁସ୍ଥତା ବହିଲେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।

See the chapter Copy

ଓଡିଆ ବାଇବେଲ

17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

17 ଏହାଦ୍ୱାରା ସେ ଭାବବାଦୀ ଯିଶାଇୟଙ୍କ ଭବିଷ୍ୟବାଣୀକୁ ସଫଳ କଲ। ଯୀଶାଇୟ କହିଲେ, “ସେ ଆମାର ବ୍ୟାଧ୍ସବୁ ହରଣ କଲେ ଓ ଆମାକୁ ରୋଗ ମୁକ୍ତ କଲେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”

See the chapter Copy




ମାଥିଉ 8:17

Follow us:

Advertisements


Advertisements