Online Bible

- Advertisements -




ମାଥିଉ 8:18 - ପବିତ୍ର ବାଇବଲ

18 ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ।

See the chapter Copy

ଓଡିଆ ବାଇବେଲ

18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

18 ତାଙ୍କୁ ଚାରିଆଡ଼େ ଲୋକ ଭିଡ଼ ହେବାର ଦେଖି, ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଆର ପାରିକୁ ଯବାକୁ କହିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।

See the chapter Copy




ମାଥିଉ 8:18

Follow us:

Advertisements


Advertisements