Online Bible

- Advertisements -




ମାଥିଉ 8:19 - ପବିତ୍ର ବାଇବଲ

19 ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

See the chapter Copy

ଓଡିଆ ବାଇବେଲ

19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

19 ଜଣେ ଧର୍ମଗୁରୁ ଆସି ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ସେଠାକୁ ଯିବା ପାଇଁ ମୁଁ ପ୍ରସ୍ଥୁତ ଅଛି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।

See the chapter Copy




ମାଥିଉ 8:19

Follow us:

Advertisements


Advertisements