ମାଥିଉ 8:28 - ପବିତ୍ର ବାଇବଲ28 ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)28 ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ। See the chapterଓଡିଆ ବାଇବେଲ28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ । See the chapterପବିତ୍ର ବାଇବଲ (CL) NT (BSI)28 ଯୀଶୁ ହ୍ରଦର ଅପର ପାଶ୍ୱର୍ସ୍ଥ ଗଦରୀୟ ଅଞ୍ଚଳିୟ ପ୍ରବେଶ କରିବା ମାତ୍ରେ ଦୁଇଜଣ ଲୋକଙ୍କୁ ଭେଟିଲେ। ସେମାନେ ସେଠାରେ ଥିବା ସମାଯଧ୍ ଗମ୍ଫାରେ ରହୁଥିଲେ। ସେମାନେ ଭୂତଗ୍ରସ୍ତ ଏବଂ ଏଡ଼ ଭୟଙ୍କର ଯେ ସେହି ଗସ୍ତାଦେଇ ଯିବା ଆସିବବା କରିବାକୁ କେହି ସାହସ କରୁ ନ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ। See the chapter |