ମାଥିଉ 8:30 - ପବିତ୍ର ବାଇବଲ30 ସେତେବେଳେ ସେଠାରୁ କିଛି ଦୂରରେ ଗୋଟିଏ ବିରାଟ ଘୁଷୁରିପଲ ଚରୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)30 ଆଉ, ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା। See the chapterଓଡିଆ ବାଇବେଲ30 ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା । See the chapterପବିତ୍ର ବାଇବଲ (CL) NT (BSI)30 ସେଠାରୁ କିଛି ଦୂରରେ ପଲେ ଘୁଷୁରି ଚରୁଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା। See the chapter |