ମାଥିଉ 9:12 - ପବିତ୍ର ବାଇବଲ12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର। See the chapterପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି। See the chapterଓଡିଆ ବାଇବେଲ12 କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି । See the chapterପବିତ୍ର ବାଇବଲ (CL) NT (BSI)12 ଯୀଶୁ ସେମାନେ ପ୍ରଶ୍ନର ଉତ୍ତର ଦେଇ କହିଲେ, “ସୁସ୍ଥ ଲୋ୍ଙ୍କ ପାଇଁ ଡାକ୍ତରର ପ୍ରୟୋଜନ ନାହିଁ। କେବଳ ରୋଗୀମାନେ ଡାକ୍ତର ଆବଶ୍ୟକ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। See the chapter |