ମାଥିଉ 9:13 - ପବିତ୍ର ବାଇବଲ13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।” See the chapterପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି। See the chapterଓଡିଆ ବାଇବେଲ13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି । See the chapterପବିତ୍ର ବାଇବଲ (CL) NT (BSI)13 “ଶାସ୍ତ୍ରରେ ଲେଖା ହେରଇଛି, “ମୁଁ ଚାହେିଁ ଦୟା, ବଳିଦାନ ନୁହେଁ - ଏହି କଥାର ଅର୍ଥ କଅଣ, ଯାଇ ବୁଝିବାକୁ ଚେଷ୍ଠା କର। ମୁଁ ଧାର୍ମିକମାନଙ୍କୁ ଡାକିବାକୁ ଆସି ନାହିଁ; ଆସିଛି ପାପୀମାନଙ୍କ ପାଇଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।” See the chapter |