ମାଥିଉ 9:17 - ପବିତ୍ର ବାଇବଲ17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।” See the chapterପବିତ୍ର ବାଇବଲ (Re-edited) - (BSI)17 ଆଉ, ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି ଉଭୟ ରକ୍ଷା ପାଏ। See the chapterଓଡିଆ ବାଇବେଲ17 ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ । See the chapterପବିତ୍ର ବାଇବଲ (CL) NT (BSI)17 କେହି ପୁରୁଣା ଚମଡ଼ା ଥଳୀଟିରେ ତଟକା ଦ୍ରାକ୍ଷାରସ ଭତ୍ତି କରେ ନାହିଁଚାରଣ ତଦ୍ୱାରା ଚମଡ଼ା ଥଳୀଟି ଫାଟିଯାଇ ନଷ୍ଟ ହେବ ଏବଂ ଦାଷାରସ ବାହାରି ତଳେ ପଡ଼ିଯିବ। ତଟକା ଦ୍ରାଷାରସକୁ ନୂଆ ଚମଡ଼ା ଥଳୀରେ ରଖିଲେ, ଉଭୟ ଦ୍ରାଷାରସ ଓ ଥଳୀ ସୁରକ୍ଷିତ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।” See the chapter |