ମାଥିଉ 9:18 - ପବିତ୍ର ବାଇବଲ18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।” See the chapterପବିତ୍ର ବାଇବଲ (Re-edited) - (BSI)18 ଯୀଶୁ ସେମାନଙ୍କୁ ଏହିସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ। See the chapterଓଡିଆ ବାଇବେଲ18 ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ । See the chapterପବିତ୍ର ବାଇବଲ (CL) NT (BSI)18 ଯୀଶୁ ଏହି ସବୁ ଶିକ୍ଷା ଦେଉଥିବାବେଳେ ଜଣେ ଇହୁଦୀ ଉଚ୍ଚ କର୍ମଚାରୀ ତାଙ୍କ ନିକଟକୁ ଆସି ଆଣଣ୍ଠୁମାଡ଼ି କହିଲା, “ଏହିକ୍ଷଣି ମୋ’ ଝିଅ ମରି ଯାଇଛି। କିନ୍ତୁ ଆପଣ ଆସି ତା’ ଉପରେ ହାତ ରଖିଲେ, ସେ ନିଶ୍ଚିତ ବଞ୍ଚିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ। See the chapter |