ମାଥିଉ 9:28 - ପବିତ୍ର ବାଇବଲ28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”। See the chapterପବିତ୍ର ବାଇବଲ (Re-edited) - (BSI)28 ପୁଣି, ସେ ଗୃହରେ ପ୍ରବେଶ କରନ୍ତେ, ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ଵାସ କରୁଅଛ? ସେମାନେ କହିଲେ, ହଁ, ପ୍ରଭୁ। See the chapterଓଡିଆ ବାଇବେଲ28 ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ୱାସ କରୁଅଛ ? ସେମାନେ କହିଲେ ହଁ, ପ୍ରଭୁ । See the chapterପବିତ୍ର ବାଇବଲ (CL) NT (BSI)28 ସେମାନେ ଯୀଶୁଙ୍କ ପଛେ ପଛେ ଯାଇ ଗୋଟିଏ ଘରେ ପ୍ରବେଶ କଲେ। ସେଠାରେ ଯୀଶଉ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କୁ ସୁସ୍ଥ କରିପାରିବି ବୋଲି ବିଶ୍ୱାସ କରୁଛ କି?” ସେମାନେ ଉତ୍ତର ଦେଲେ-”ହଁ ପ୍ରଭୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ। See the chapter |