Online Bible

- Advertisements -




ମାଥିଉ 9:31 - ପବିତ୍ର ବାଇବଲ

31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।

See the chapter Copy

ଓଡିଆ ବାଇବେଲ

31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

31 କିନ୍ତୁ ସେମାନେ ସେଠାରୁ ଯାଇ ଯୀଶୁଙ୍କ କଥା ସବୁଆଡ଼େ ପ୍ରଚାର କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।

See the chapter Copy




ମାଥିଉ 9:31

Follow us:

Advertisements


Advertisements