ମାଥିଉ 9:32 - ପବିତ୍ର ବାଇବଲ32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା’ ଦେହରେ ଭୂତ ପ୍ରବେଶ କରି ରହିଥିଲା। See the chapterପବିତ୍ର ବାଇବଲ (Re-edited) - (BSI)32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। See the chapterଓଡିଆ ବାଇବେଲ32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ । See the chapterପବିତ୍ର ବାଇବଲ (CL) NT (BSI)32 ସେମାନେ ଚାଲିଗଲାବେଳେ କେତେକ ଲୋକ ଜଣେ ମୂକକୁ ଯୀଶୁଙ୍କ ନିକଟକୁ ଆଣିଲେ। ତାକୁ ଭୂତ ଧରିଥିବାରୁ ସେ ମୂକ ହୋଇ ଯାଇଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। See the chapter |