ମାଥିଉ 9:34 - ପବିତ୍ର ବାଇବଲ34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି। See the chapterଓଡିଆ ବାଇବେଲ34 କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି । See the chapterପବିତ୍ର ବାଇବଲ (CL) NT (BSI)34 କିନ୍ତୁ ଫାରୁଶୀମାନେ କହିଲେ, “ଏ ଲୋକ ପ୍ରେତପତିଙ୍କ ଶ୍ତିରେ ଭୂତ ଛାଡ଼ାଉଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି। See the chapter |