Online Bible

- Advertisements -




ମାଥିଉ 9:5 - ପବିତ୍ର ବାଇବଲ

5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 କାରଣ କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?

See the chapter Copy

ଓଡିଆ ବାଇବେଲ

5 କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?

See the chapter Copy

ପବିତ୍ର ବାଇବଲ (CL) NT (BSI)

5 ‘ତୁମର ପାପ କ୍ଷମା ହୋଇଗଲା?’ ଏକଥା କହିବା ସହଜ ନା ‘ଉଠି ଚାଲି ଯାଅ’ କହିବା ଅଧିକ ସହଜ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?

See the chapter Copy




ମାଥିଉ 9:5

Follow us:

Advertisements


Advertisements