Online Bible

- Advertisements -




ମୀଖା 1:10 - ପବିତ୍ର ବାଇବଲ

10 ଗାଥ୍ ନଗରରେ ଏହା ଜଣାଅ ନାହିଁ। ଆଦୌ ବିଳାପ କର ନାହିଁ। ବୈଥ୍-ଲି-ଅଫ୍ରାରେ ନିଜେ ଧୂଳିରେ ଗଡ଼।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ।

See the chapter Copy

ଓଡିଆ ବାଇବେଲ

10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।

See the chapter Copy




ମୀଖା 1:10

Follow us:

Advertisements


Advertisements